Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ନଦୀରେ ଭାସୁଛି ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

26/07/2021 at 10:07 AM

କରଞ୍ଜିଆ, ୨୬|୦୭ :  ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଅନ୍ତର୍ଗତ ଜାମଦାପାଳ ଗାଁ ନିକଟରେ ।

ସୂଚନା ଅନୁସାରେ, ଜାମଦାପାଳ ଗ୍ରାମ ନିକଟରେ ଥିବା ଭଣ୍ଡନ ନଦୀରେ ସୋମବାର ଏକ ମୃତଦେହ ଭାସୁଥିଲା । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଆସି ମୃତଦେହକୁ ନଦୀ ଭିତରୁ ଉଦ୍ଧାର କରିଥିଲା । ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ  । ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts