Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ପଞ୍ଚଭୂତରେ ଲୀନ ହେଲା ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପାର୍ଥିବ ଶରୀର

3/06/2021 at 7:07 PM

ଭଦ୍ରକ ୩।୬: ପଞ୍ଚଭୂତରେ ଲୀନ ହେଲା ସ୍ବର୍ଗତ ବିଜୟଶ୍ରୀ ରାଉତରାୟଙ୍କ ପାର୍ଥିବ ଶରୀର । ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ମୁକୁନ୍ଦପୁର ସ୍ଥିତ ନିଜ ଜନ୍ମ ମାଟିରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ପ୍ରଥମେ ତାଙ୍କୁ ତୋପ ସଲାମି ଦେବା ପରେ ତାଙ୍କ ବଡ଼ ପୁଅ ମୁଖାଗ୍ନି ଦେଇଥିଲେ । ଭଦ୍ରକ ସାଂସଦଙ୍କ ସମେତ, ବିଧାୟକ, ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ । ମନ୍ତ୍ରୀଙ୍କ ମୃତ୍ୟୁ ପରେ ଗାଁରେ ଏକ ପ୍ରକାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ।

   Related Posts