Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

କୋଣାର୍କ ଚନ୍ଦ୍ରଭାଗାଠାରେ ୨୪ତମ ବୋଇତ ବନ୍ଦାଣ ଉତ୍ସବ ପାଳିତ

23/11/2018 at 9:50 AM

କୋଣାର୍କ ୨୩|୧୧:  କୋଣାର୍କ ଚନ୍ଦ୍ରଭାଗାଠାରେ ଆଜି ୨୪ତମ ବୋଇତ ବନ୍ଦାଣ ଉତ୍ସବ ପାଳିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଡିଶାର ସାଧବ ପୁଅମାନେ ବୋଇତ ମାଧ୍ୟମରେ ବିଦେଶକୁ ତଥା ଜାଭା, ସୁମାତ୍ରା, ବାଲି ଆଦି ଦେଶକୁ ବାଣିଜ୍ୟ କରିବାକୁ ଯାଇଥାନ୍ତି l ସାଧବ ବୋହୂମାନେ ସାଧବ ପୁଅ ମାନଂକୁ ବୋଇତରେ ବନ୍ଦାପନା କରି ମେଲାଣି ଦେଇଥାନ୍ତି । ଏହି ପରମ୍ପରାକୁ ମନେପକାଇ ଚନ୍ଦ୍ରଭାଗାରେ ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା l

   Related Posts