Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

୧୦ ଫୁଟ୍ ତଳକୁ ଖସି ପଡିଲା ବୋଲେରୋ, ଅଳ୍ପକେ ବର୍ତ୍ତିଲେ ୫ ଯାତ୍ରୀ

26/09/2020 at 4:57 PM

ପାଟଣା, ୨୬ ।୦୯: କେନ୍ଦୁଝର ଜିଲ୍ଲା ରାଜନଗର ତୁରୁମୁଙ୍ଗା ରାସ୍ତାର କଇଣ୍ଡା ନିକଟରେ ଏକ ବୋଲେର ଭାରସାମ୍ୟ ହରାଇ ଖସିପଡିଛି । ପ୍ରାୟ ୧୦ ଫୁଟ ତଳକୁ ଖସିପଡିଛି।ତେବେ ସୌଭାଗ୍ୟକ୍ରମେ କୌଣସି ବଡ ଧରଣର ଅଘଟଣ ହୋଇନାହିଁ ।

ସୂଚନା ଅନୁଯାୟୀ, ବୋଲେରୋ ଗାଡିଟି ରାଜନଗର ପଟୁ ତୁରୁମୁଙ୍ଗା ଆଡ଼କୁ ଆସୁଥିଲା । ସେହି ସମୟରେ ଗାଡିର ଯାନ୍ତ୍ରିକ ତ୍ରୁଟି ଯୋଗୁ ବୋଲେରୋଟି ରାସ୍ତାରୁ ୧୦ ଫୁଟ ତଳକୁ ଖସିପଡିଛି। ତେବେ ଗାଡିରେ ଥିବା ୫ ଜଣ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।  ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ଗାଡିଟି ଖୋରଦାରୁ ଟିଆଁସପଶି କୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

   Related Posts