Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ବୋଲେରୋ ଏବଂ ବାଇକ ଧକ୍କା : ୫ ଗୁରୁତର

8/07/2019 at 10:37 AM

ବାଲେଶ୍ବର ୮/୭: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଳକ୍ କମର୍ଦ୍ଦା ଥାନା ଅନ୍ତର୍ଗତ କଣ୍ଠାଳିଆ ଛକରେ ବୋଲେରୋ ଏବଂ ବାଇକ ଧକ୍କା ହେବା ଫଳରେ ବୋଲେରୋଟି ରାସ୍ତା ତଳକୁ ଖସିବାରୁ ବୋଲେରୋରେ ଥିବା ୨ ଜଣ ଗୁରୁତର ଏବଂ ବାଇକ୍ ରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଜଳେଶ୍ବର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିଆଯାଇଥିବାବେଳେ ୩ଜଣଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ବାଲେଶ୍ବର ସ୍ଥାନାନ୍ତରିତ କରାଯାଇଛି।

   Related Posts