Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||

ବାଇକକୁ ଧକ୍କା ଦେଲା ବୋଲେରୋ : ସ୍ୱାମୀ ମୃତ, ସ୍ତ୍ରୀ ଓ ଦୁଇ ପୁଅ ଗୁରୁତର

20/05/2019 at 11:02 AM

ସାନଖେମୁଣ୍ଡି ୨୦/୫ : ସାନଖେମୁଣ୍ଡି ଅନ୍ତର୍ଗତ ଦିଗପହଣ୍ଡି ଆସିକା ମୁଖ୍ୟ ରାସ୍ତା ଜଗନ୍ନାଥପୁର ଛକରେ ଦୁର୍ଘଟଣା ଘଟିଛି । ସଡକ ଦୁର୍ଘଟଣାରେ ସ୍ବାମୀଙ୍କ ନୃତ୍ୟୁ ହୋଇଥିବାବେଳେ ସ୍ତ୍ରୀ ଓ ଦୁଇ ପୁଅ ଗୁରୁତର ଅଛନ୍ତି । ମୃତକ ହେଲେ ସନ୍ତୋଷ ପ୍ରଧାନ । ଗୁରୁତର ସ୍ତ୍ରୀ ଓ ଦୁଇ ପୁଅଙ୍କୁ ପ୍ରଥମେ ଆଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରାଯାଇଥିଲା । କିନ୍ତୁ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି ।


ଏରେଂଡ୍ରା ଗ୍ରାମର ସନ୍ତୋଷ ପ୍ରଧାନ ନିଜ ସ୍ତ୍ରୀ ଏବଂ ଦୁଇ ପୁଅକୁ ଧରି ଗାଁ ଅଭିମୁଖେ ଆସୁଥିବା ବେଳେ ଦ୍ରୁତ ଗତିରେ ବୋଲେରୋ ପଛପଟୁ ଧକ୍କା ଦେଇଥିଲା ଫଳରେ ଘଟଣା ସ୍ଥଳରେ ସନ୍ତୋଷଙ୍କ ମୃତ ହୋଇଥିଲା । ବୋଲେରୋକୁ ପାଟପୁର ପୋଲିସ ଜବତ କରି ଥାନାରେ ଅଟକ ରଖିଛି ।

   Related Posts