Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ
  • ||
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||

ଭାରସାମ୍ୟ ହରାଇ କଲଭର୍ଟକୁ ଧକ୍କା ଦେଲା ବୋଲେରୋ ; ବାହାଘର ପାଇଁ ଯାଉଥିବା ବେଳେ ଗାଡି ଦୁର୍ଘଟଣାଗ୍ରସ୍ତ

25/06/2018 at 8:12 AM

ଯାଜପୁର ଜିଲ୍ଲା ବରୀ- କଳାମାଟିଆ ରାସ୍ତାର କ୍ଷେମେଶ୍ବର ଛକ ନିକଟରେ ଦୁର୍ଘଟଣା । କନ୍ୟାସହ ପରିବାରର ୫ ଗୁରୁତର । କଳାମାଟିଆ ପଞ୍ଚାୟତ ତଳକାଇପଡାରୁ ବାହାଘର ପାଇଁ କନ୍ୟାକୁ ନେଇ ଏକ ବୋଲେରୋରେ ୧୦ଜଣ ବିରଜା ମନ୍ଦିର ଯାଉଥିଲେ । ତେବେ କ୍ଷେମେଶ୍ବର ନିକଟରେ ଭାରସାମ୍ୟ ହରାଇ ବୋଲେରୋ ଏକ କଲଭର୍ଟ ଧକ୍କା ଦେଇଥିଲା । ଫଳରେ କନ୍ୟା ସହ ପରିବାରର ୫ଜଣ ଗୁରୁତର ହୋଇଛନ୍ତି । ସମସ୍ତୁ ପ୍ରଥମେ ବରୀ ଏବଂ ପରେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ । କିନ୍ତୁ ଆମ୍ବୁଲାନ୍ସ ନଆସିବାରୁ ଗୁରୁତରଙ୍କୁ ବାଇକରେ ସ୍ଥାନୀୟ ଲୋକେ ଡାକ୍ତରଖାନା ନେଇଥିଲେ । ଆମ୍ବୁଲାନ୍ସ ନଆସିବାରୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଥିଲା ।

   Related Posts