Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଅମୃତସରରେ ବୋମା ବିସ୍ଫୋରଣ : ୩ ମୃତ ୧୫ ଆହତ

18/11/2018 at 1:16 PM

ପଞ୍ଜାବ ୧୮/୧୧: ଅମୃତସରର ନିରଙ୍କାରୀ ଭବନରେ ବିସ୍ଫୋରଣ ଘଟିଛି। ଆଜି ପ୍ରାୟ ଦିନ ୧୨ଟାବେଳେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ବିସ୍ଫୋରଣବେଳେ ନିରଙ୍କାରୀ ଭବନରେ ସତସଙ୍ଗ ଚାଲିଥିଲା। ଏତିକିବେଳେ ଦୁଇଜଣ ଯୁବକ ବାଇକରେ ଆସି ବୋମା ପକାଇ ଫେରାର ହୋଇଯାଇଥିଲେ। ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ଜଣ ଆହତ ହୋଇଛନ୍ତି।ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୪ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣା ପରେ ସମଗ୍ର ଅଞ୍ଚଳକୁ ସିଲ୍ କରାଯାଇଛି। ବୋମା ପକାଇ ଫେରାର ହୋଇଯାଇଥିବା ଦୁଇଜଣ ଯୁବକଙ୍କୁ ପୋଲିସ୍ ଖୋଜୁଛି। ପଞ୍ଜାବ ବିସ୍ଫୋରଣ ପରେ ଦିଲ୍ଲୀର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଦିଲ୍ଲୀରେ ହାଇ ଆଲର୍ଟ ଜାରି କରାଯାଇଛି।

   Related Posts