Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୭୬ ଡିସଚାର୍ଜ
  • ||
  • ଲଦାଖରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା କେବେ ସମାପ୍ତ ହେବ ? ଡ୍ରାଗନ ସହ ୧୨ତମ ବୈଠକ ଆସନ୍ତାକାଲି
  • ||
  • ବାଂଶପାଳ : ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା, କାନ୍ଥ ପଡି ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ରାଉରକେଲା : ଅଲୋଡା ହେଲା ନବଜାତ ଶିଶୁପୁତ୍ର, ଡଷ୍ଟବିନ୍‌ରୁ ଉଦ୍ଧାର
  • ||
  • ରାଇରଙ୍ଗପୁର : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ରାସ୍ତା କଡକୁ ଛିଟିକି ପଡିଲେ ୨ ଚାଳକ : ମେଡିକାଲରେ ହେଲା ମୃତ୍ୟୁ
  • ||
  • କଟକ : ଦୁଷ୍କର୍ମକାରୀଙ୍କୁ ୧୦ବର୍ଷ ଜେଲ୍‌ ସହ ୧୦ହଜାର ଜରିମନା : ପୀଡିତାଙ୍କୁ ଦେବେ ୨ଲକ୍ଷ ଟଙ୍କାର କ୍ଷତିପୂରଣ
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ OSSC ସଦସ୍ୟଙ୍କ ପିଏସ୍ : ଜବତ ହେଲାଣି ନଗଦ ଲକ୍ଷାଧିକ ଟଙ୍କା ସହ ଫ୍ଲାଟ୍ ଆଉ ପ୍ଲଟ୍
  • ||
  • ରାୟଗଡା : ଆନ୍ଧ୍ରପ୍ରଦେଶ ଚିଙ୍ଗୁଡି ବନ୍ଧରେ ଅଘଟଣ : ବିଦ୍ୟୁତ ଆଘାତରେ ୬ ଓଡିଆ ଶ୍ରମିକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ବଦଳିଲା ନିୟମ : ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି, ରେସିଡେନ୍ସି ପିରିୟଡ୍ କମାଇଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ବର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ : ୧ କେଜି ୪୮ ଗ୍ରାମ୍ ଧଳାଜହର ଜବତ, ଜଣେ ଗିରଫ
  • ||

ପ୍ରେମ ପାଇଁ ଫୁଟିଲା ବୋମା ! ବୋମାମାଡ଼ କରିବାକୁ ଆସିଥିବା ବେଳେ ହାତରେ ଫୁଟିଗଲା…

10/08/2020 at 7:46 AM

ଜଗତସିଂହପୁର ୧୦।୦୮  :  ଜଗତସିଂହପୁର ଡେରିକି ଗୋବରୀ କୁଳ ଗାଁରେ ଅଘଟଣ ।  ବୋମା ମାଡ଼ କରୁଥିବା ବେଳେ ହାତରେ ବୋମା ଫୁଟି ଜଣେ ଆହତ ହୋଇଛନ୍ତି । ଆହତ ସେହି ଗାଁର ସମରା ରାୟ ବୋଲି ଜଣାପଡିଛି ।

ଆହତ ଅବସ୍ଥାରେ ସମରାଙ୍କୁ ଜଗତସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଅନ୍ୟ ଦୁଇ ସହଯୋଗୀ ନାଉଗାଁ ପୋଲିସ ଦ୍ୱାରା ଅଟକ ଅଛନ୍ତି । ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ ଜବତ ହୋଇଛି । ପ୍ରେମ ଜନିତ ଘଟଣାକୁ ନେଇ ବୋମା ମାଡ଼ କରିବାକୁ ଆସିଥିବା ଜଣାପଡିଛି । ଘଟଣାର ତଦନ୍ତ ଜାରି ରହିଛି ।

   Related Posts