Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ପୁରୀରେ ଫୁଟିଲା ବୋମା, ଅଠରନଳାରେ ଜଣଙ୍କ ଘର ଉପରେ ଦୁଇଥର ବୋମାମାଡ଼

28/07/2021 at 7:27 AM

ପୁରୀ ୨୮।୦୭:  ପୁରୀ ଅଠରନଳାରେ ଦୁର୍ବୁତ୍ତଙ୍କ ଆତଙ୍କ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଠରନଳାରେ ବୋମା ମାଡ଼ ହୋଇଛି । ନୃସିଂହ ନାୟକ ନାମକ ଜଣେ ବ୍ୟକ୍ତିଙ୍କ ଘର ଉପରକୁ ବୋମାମାଡ ହୋଇଛି। ବୋମା ମାଡରେ ଗୋଟିଏ ବୋଦାର ମୃତ୍ୟୁ ହୋଇଛି। ଖବର ପାଇ ଘଟଣାସ୍ଥଳରେ ସଦର ଥାନା ପୋଲିସର ପହଞ୍ଚି ତଦନ୍ତ ଚଳାଇଛି। ପୂର୍ବରୁ ସୁନାବେଶ ଦିନ ବିଳମ୍ବିତ ରାତିରେ ନୃସିଂହ ନାୟକଙ୍କ ଘର ଉପରକୁ ଦୁର୍ବୁତ୍ତ ବୋମା ମାଡ କରିଥିଲେ। ବୋମାମାଡ଼ରେ ନୃସିଂହ ଏବଂ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି । ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ତାଙ୍କର ଚିକିତ୍ସା କରାଯାଇଛି।

   Related Posts