Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅ ଋଷବ ନନ୍ଦଙ୍କ ଗାଡ଼ି ଉପରକୁ ବୋମାମାଡ଼

2/10/2018 at 2:45 AM

ଖୋର୍ଦ୍ଧା ୧/୧୦: ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅ ଋଷବ ନନ୍ଦଙ୍କ ଗାଡ଼ି ଉପରକୁ ବୋମାମାଡ଼ । ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ-ମିନିଷ୍ଟାଡିୟମଠାରେ । ବୋମାମାଡ଼ କରି ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି । ବୋମାମାଡ଼ରେ ଗାଡ଼ିର କାଚ ଭାଙ୍ଗି ଚୂରମାର ହୋଇଯାଇଛି । ଅଳ୍ପକେ ବର୍ତ୍ତିଲେ ପ୍ରଶାନ୍ତ ନନ୍ଦଙ୍କ ପୁଅ । ଘଟଣାସ୍ଥଳରେ ବେଗୁନିଆ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts