Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଢେଙ୍କାନାଳ : ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !
  • ||
  • କଟକ : ହାତୀ ଆକ୍ରମଣରେ ଜଣେ ମୃତ, କୂଳକୁ ଫେରିବା ବାଟରେ ମାରିଥିଲା ଦନ୍ତା
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍
  • ||

କଲ୍ୟାଣ ମଣ୍ଡପ ନିର୍ମାଣ ନେଇ ବୋମାମାଡ଼ : ୪ଜଣ ଆହତ

22/01/2019 at 10:42 AM

ଭଦ୍ରକ ୨୨/୧: ଚାନ୍ଦବାଲିର ସାନଇଟାଗୋଠ ଗାଁରେ ବୋମାମାଡ଼  ହୋଇଛି। ଏଥିରେ ୪ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ଗାଁରେ କଲ୍ୟାଣ ମଣ୍ଡପ ନିର୍ମାଣ ନେଇ ୨ଗୋଷ୍ଠୀ ହାତାହାତି ହୋଇଥିଲେ।  ୩ ଜଣ ଆହତ ଚାନ୍ଦବାଲି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଉଜଣେ ଆହତ ଭଦ୍ରକ ସ୍ଥାନାନ୍ତର  ହୋଇଛନ୍ତି।

   Related Posts