Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଜମି ଜବରଦଖଲକୁ ନେଇ ୨ସାହି ମଧ୍ୟରେ ଗଣ୍ଡଗୋଳ ପରେ ବୋମା ମାଡ, ୩ ଆହତ

7/11/2021 at 4:40 PM

ବ୍ରହ୍ମଗିରି ୦୭/୧୧ : ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ସାତପଡା ନାଥପୁରରେ ବୋମାମାଡ ହୋଇଥିବା ଜଣାପଡିଛି । ୨ ସାହି ମଧ୍ୟରେ ପ୍ରବଳ ଗଣ୍ଡଗୋଳକୁ ନେଇ ବୋମା ମାଡ ହୋଇଥିବା ସୂଚନା ମିଳିଛି । ବୋମା ମାଡରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ନାଥପୁରର ୨ ସାହି ମଧ୍ୟରେ ଦୀର୍ଘ ଦିନହେଲା ଜମି ଜବରଦଖଲକୁ ନେଇ ବିବାଦ ଲାଗି ରହିଥିଲା । ତେବେ ବୁଝାମଣା ମାଧ୍ୟମରେ ଏହାର ସମାଧାନ କରିବାକୁ ଉଭୟ ସାହିର ଲୋକମାନ ବୈଠକ କରିଥିଲେ । ଉକ୍ତ ବୈଠକରେ କଥା କଟାକଟି ପରେ ବୋମା ମାଡ କରିଥିଲେ କିଛି ବ୍ୟକ୍ତି । ଯାହା ଫଳରେ ୩ ଜଣ ଆହତ ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି

   Related Posts