Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଖୁଣ୍ଟୁଣୀ ରେଞ୍ଜରେ ଚଢାଉ, ୫୦ ବସ୍ତା କାଠ କୋଇଲା ଜବତ

29/09/2021 at 8:23 AM

ଆଠଗଡ଼ ୨୯/୦୯: ଆଠଗଡ ବନଖଣ୍ଡ ଖୁଣ୍ଟୁଣୀ ରେଞ୍ଜ ଅଞ୍ଚଳରେ ବିଭିନ୍ନ ଗ୍ରାମରେ ଚଢାଉ । ଫଳରେ ବେଆଇନ ଭାବେ ରଖିଥିବା କାଠ କୋଇଲା କୁ ଜବତ କରିଛି ବନବିଭଗ । ବିଭିନ୍ନ ସମୟରେ କୋଇଲା ମାଫିଆ ମାନେ ଗଛ କାଟି କୋଇଲା ପ୍ରସ୍ତୁତ କରି ବିକ୍ରି ଉଦ୍ଦେଶ୍ୟରେ ରଖିଥିଲେ । ଯାହା ଫଳରେ ବନ ବିଭାଗର କର୍ମଚାରୀ ମାନେ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରି ୫୦ ବସ୍ତା କାଠ କୋଇଲା ଜବତ କରିଛି ବନ ବିଭାଗ ।

   Related Posts