Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||

କାମାକ୍ଷାନଗର ମହାବିଦ୍ୟାଳୟରେ ବୋମା ମାଡ

4/08/2018 at 8:12 AM

କାମାକ୍ଷାନଗର ୪/୮ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ମହାବିଦ୍ୟାଳୟରେ ବୋମା ମାଡ ହୋଇଥିବା ଖବର ମିଳିଛି | ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ବୋମା ମାଡ ହୋଇଥିବା କୁହାଯାଉଛି | ଏହି ବୋମା ମାଡରେ ଜଣେ ଛାତ୍ର ଓ ଜଣେ ଅଣ ଛାତ୍ର ଗୁରୁତର ଭାବେ ଆହତ ହୋଇଛନ୍ତି | ଘଟଣାସ୍ଥଳରେ ପୋଲିସ ପହଂଚି ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିଛି |

   Related Posts