କଟକ ଡଗରପଡା ଛକରେ ବୋମାମାଡ : ଜଣେ ଅଟକ, ଦୁଇ ଫେରାର
21/08/2019 at 1:25 PM

କଟକ ୨୧|୮: କଟକ ଡଗରପଡା ଛକରେ ବୋମାମାଡ ହୋଇଛି । ବାଇକ୍ରେ ଆସି ୪ଟି ବୋମାମାଡ କରିଛନ୍ତି ଦୁର୍ବୃତ୍ତ । ଦୁଇ ଜଣଙ୍କ ଘର ଉପରକୁ ବୋମାମାଡ ହୋଇଛି । ବୋମାମାଡ କରିଥିବା ଦୁର୍ବୃତ୍ତଙ୍କ ମଧ୍ୟରୁ ଜଣେ ଯୁବକକୁ ଅଟକ ରଖିଛି ପୋଲିସ । ଅନ୍ୟ ଦୁଇ ଜଣ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି । ତେବେ ପୂର୍ବ ଶତ୍ରୁତାରୁ ବୋମାମାଡ କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଲାଲ୍ବାଗ୍ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Related Posts
ଆହୁରି ୨ ଦିନ ଥରାଇବ, ଫେବ୍ରୁଆରୀ ପହିଲା ଯାଏଁ ଲୁଚକାଳି ଖେଳିବ ଶୀତ
17 January 2021
ରାଜଧାନୀରେ ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍
17 January 2021
ଚିଲିକାରେ ଡ଼ଲଫିନ ଗଣନା ଆରମ୍ଭ
17 January 2021
ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
17 January 2021