Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ

3/04/2019 at 10:26 AM

ଖୋର୍ଦ୍ଧା ୩|୪ : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ଜାମୁସାହି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମୁଁହାମୁହିଁ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଉକ୍ତ ଗ୍ରାମରେ ମେଳନ ଚାଲିଥିବା ବେଳେ ଗୋଟିଏ ଗୋଷ୍ଠୀର ବାଇକ୍ ଧକ୍କାକୁ କେନ୍ଦ୍ରକରି ଅନ୍ୟ ଗୋଷ୍ଠୀର ଆକ୍ରମଣରେ ୪ରୁ ଅଧିକ ବାଇକ୍ ଭଙ୍ଗାରୁଜା କରିବା ସହ ସୁତୁଲିବୋମା ମାଡରେ ଦୁଇଟି ଘର ଆଂଶିକ କ୍ଷତିଗ୍ରସ୍ତ ହୋଇଛି । ଖବରପାଇ ଘଟଣାସ୍ଥଳରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ପହଂଚି ପରିସ୍ଥିତି ନିୟନ୍ତ୍ରଣ କରିଥିବା ବେଳେ ଏହି ଘଟଣାରେ ସଂପୃକ୍ତ ଥିବା ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ।

   Related Posts