Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ଅସ୍ଥି ଚିକିତ୍ସା ସେବାସଦନରେ ବୋମାମାଡ, କାରଣ ଅସ୍ପଷ୍ଟ

20/09/2019 at 8:04 AM

ଆଠଗଡ ୨୦।୯: କଟକ ଜିଲ୍ଲା ଆଠଗଡ ଥାନା ଅନ୍ତର୍ଗତ କୁଲାଇଲୋଠାରେ ଥିବା ଅନନ୍ତ ବେଉରା ଅସ୍ତିଶଲ୍ୟ ଚିକିତ୍ସା ସେବା ସଦନ ଉପରକୁ ବୋମା ମାଡ ହୋଇଛି । ସେବା ସଦନର ମୁଖ୍ୟ ଗେଟରେ ବୋମା ମାଡ ହୋଇଥିବାବେଳେ ଫାଟକ ପାଖରେ ଥିବା ଦୋକାନ ଘରର କାଚ କଣା ହୋଇଯାଇଛି ।

ରାତି ପ୍ରାୟ ୨ଟାରୁ ୩ଟା ଭିତରେ ଏହି ବୋମାମାଡ ହୋଇଛି । ଘଟଣାସ୍ଥଳରେ ଆଠଗଡ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବୋମା ମାଡର କାରଣ ଅସ୍ପଷ୍ଟ ରହିଛି । ବିଭିନ୍ନ ଅଞ୍ଚଳରୁ ଆସି  ସେବା ସଦନରେ ଚିକିତ୍ସିତ ହେଉଥିବା ରୋଗୀମାନେ ଭୟଭୀତ ହୋଇପଡିଛନ୍ତି ।

   Related Posts