Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଉପ ରାଷ୍ଟ୍ରପତିଙ୍କ ଉପରେ ଆଧାରିତ ପୁସ୍ତକ ‘ମୁଭିଙ୍ଗ ଅନ୍ ମୁଭିଙ୍ଗ ଫରୱାର୍ଡ’: ଏ ଇୟର ଇନ୍ ଅଫିସ ପୁସ୍ତକ ଉନ୍ମୋଚିତ

2/09/2018 at 4:31 PM

ଦିଲ୍ଲୀ ୨/୯ : ଉପ ରାଷ୍ଟ୍ରପତିଙ୍କ ଜୀବନି ଉପରେ ଆଧାରିତ ପୁସ୍ତକ ‘ମୁଭିଙ୍ଗ ଅନ୍ ମୁଭିଙ୍ଗ ଫରୱାର୍ଡ’ ଉନ୍ମୋଚିତ | ଉପ ରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ଉପରେ ଆଧାରିତ ଏହି ‘ମୁଭିଙ୍ଗ ଅନ୍ ମୁଭିଙ୍ଗ ଫରୱାର୍ଡ’: ଏ ଇୟର ଇନ୍ ଅଫିସ ପୁସ୍ତକ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ମୋଦି | ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ପୁସ୍ତକ ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି | ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ଦେବେଗୌଡ଼ା, ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ, ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ, ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ଓ ଆନନ୍ଦ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ | ୨୪୫ ପୃଷ୍ଠାର ଏହି ପୁସ୍ତକରେ ଭେଙ୍କିୟା ନାଇଡୁ ଉପ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବା ଠାରୁ ଆରମ୍ଭ କରି ରାଜ୍ୟସଭା ଅଧ୍ୟକ୍ଷ ଭାବେ କାର୍ଯ୍ୟ ନିର୍ବାହ କରିବା ପର୍ଯ୍ୟନ୍ତ ସମସ୍ତ ବିଷୟକୁ ଚିତ୍ରିତ କରାଯାଇଛି |

   Related Posts