Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ଗଜପତି ଦିବ୍ୟସିଂହ ଦେବଙ୍କ ଦ୍ଵାରା ରଚିତ ଭ୍ରମଣ ପୁସ୍ତକ ମାଜେଷ୍ଟିକ ମାରାକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

16/11/2019 at 10:16 PM

ଭୁବନେଶ୍ୱର ୧୬। ୧୧ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ଵାରା ରଚିତ ଭ୍ରମଣ ପୁସ୍ତକ “ମେଜେଷ୍ଟିକ ମାରା”କୁ ଲୋକାର୍ପିତ କରିଛନ୍ତି । ଏହି ପୁସ୍ତକରେ ଗଜପତିଙ୍କର କେନିୟା ଭ୍ରମଣ କାହାଣୀ ବର୍ଣ୍ଣନା କରାଯାଇଛି ।


ଏହି ପୁସ୍ତକର ଲୋକାର୍ପଣ ଉତ୍ସବରେ କେନିୟା ହାଇକମିଶନର ଓ୍ୱିଲ କିପ୍‌ କୋରିର ବେଟ୍‌ ଓ କେନିୟା ଜାତୀୟ ଆସେମ୍ଲିର ବାଚସ୍ପତି ମୋସେସ୍‌ ଛେବୋଇ ଉପସ୍ଥିତ ଥିଲେ । ଏହି ପୁସ୍ତକରେ କେନିୟାର ମାସୋଇ ମାରା ଅଞ୍ଚଳ କଥା ବର୍ଣ୍ଣନା ଅଛି ।

   Related Posts