Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୪ କୋଭିଡ୍ ପଜିଟିଭ୍
  • ||
  • ଭଦ୍ରକରେ ସଂଯୁକ୍ତ କୃଷକ ମୋର୍ଚ୍ଚାର ବନ୍ଦ ପାଳନ, ଜାତୀୟ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାଜପଥ ଅବରୋଧ
  • ||
  • ଲଗାଣ ବର୍ଷା ପରେ ସ୍ଥିତି ବେହାଲ, ଗେଙ୍ଗୁଟି ନଦୀ ବନ୍ଧରେ ୨୦୦ ଫୁଟର ଫାଟ
  • ||

ବୋଷ କ୍ୟାମ୍ପସ୍‌ରେ ଛାତ୍ର ଅଶାନ୍ତି : ଧାରଣାରେ ବସିଲେ ଶତାଧିକ ଛାତ୍ରଛାତ୍ରୀ

27/08/2019 at 12:12 PM

କଟକ ୨୭|୮: କଟକ ସ୍ଥିତ ବୋଷ କ୍ୟାମ୍ପସ୍‌ରେ ଛାତ୍ର ଅଶାନ୍ତି । ହଷ୍ଟେଲରେ ଲାଗି ରହିଥିବା ଅବ୍ୟବସ୍ଥା, ଓ କ୍ୟାଣ୍ଟିନରେ ନିମ୍ମମାନର ଖାଦ୍ୟ ଦିଆଯାଉଥିବା ଭଳି ଅଭିଯୋଗ କରି ଆଜି ଶତାଧିକ ସଂଖ୍ୟାର ଛାତ୍ରଛାତ୍ରୀ ରାସ୍ତାକୁ ଓହ୍ଲାଇଛନ୍ତି । କର୍ତ୍ତୃପକ୍ଷ ସମସ୍ତଙ୍କ ଲାଗି ମୌଳିକ ସୁବିଧା ସୁଯୋଗ ଯୋଗାଇ ଦେବା ନେଇ ସେମାନେ ଦାବି କରିଛନ୍ତି ।

ତେବେ ଏନେଇ ବାରମ୍ବାର ଦାବି ହୋଇ ଆସୁଥିଲେ ବି ଏ ସମ୍ପର୍କରେ କୌଣଷି ପଦକ୍ଷେପ ନିଆଯାଇନଥିବା ଅଭିଯୋଗ ହୋଇଛି । ତେଣୁ ଆଜି ଆନ୍ଦୋଳନକାରୀ ଛାତ୍ରଛାତ୍ରୀମାନେ ରାସ୍ତାରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହା ସହିତ ଶତାଧିକ ଛାତ୍ର ବୋଷ୍ କ୍ୟାମ୍ପସ ଆଗରେ ଧାରଣାରେ ବସିଛନ୍ତି ।

   Related Posts