Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାୟପୁର ହସ୍ପିଟାଲ ICUରେ ଲାଗିଲା ନିଆଁ: ୫ ମୃତ, କୋଭିଡ ରୋଗୀଙ୍କ ଚାଲିଥିଲା ଚିକିତ୍ସା
  • ||
  • ସୋର : ଭାଇ ପୋଛିଦେଲା ଭଉଣୀ ମଥାର ସିନ୍ଦୁର, ଶାଳକର ଠେଙ୍ଗାମାଡ଼ରେ ଭିଣୋଇ ମୃତ
  • ||

ବୌଦ୍ଧ ଦପଲା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା;ବସ ଧକ୍କାରେ ଜଣଙ୍କର ମୃତ୍ୟୁ

30/05/2018 at 5:04 AM

ବୌଦ୍ଧ ଦପଲା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ବସ୍ । ବସ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଗୁରୁତରଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି । ଦପଲାରୁ ବୌଦ୍ଧ ଅଭିମୁଖେ ବାଇକରେ ଆସୁଥିବା ବେଳେ ବସ୍ ଧକ୍କା ଦେଇଛି । ପୋଲିସ ଘଟମାର ତଦନ୍ତ କରୁଛି ।

Leave a Reply

   Related Posts