ବୌଦ୍ଧ ଦପଲା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା;ବସ ଧକ୍କାରେ ଜଣଙ୍କର ମୃତ୍ୟୁ

Published By : Prameya-News7 Bureau | May 30, 2018 IST

ବୌଦ୍ଧ ଦପଲା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ବସ୍ । ବସ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଗୁରୁତରଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି । ଦପଲାରୁ ବୌଦ୍ଧ ଅଭିମୁଖେ ବାଇକରେ ଆସୁଥିବା ବେଳେ ବସ୍ ଧକ୍କା ଦେଇଛି । ପୋଲିସ ଘଟମାର ତଦନ୍ତ କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.