Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

ଶ୍ବଶୁର ଘର ସାମ୍ନାରେ ବୋହୂ ଧାରଣା ଦେବା ଘଟଣା: ଉଭୟ ସ୍ୱାମୀ-ସ୍ତ୍ରୀ ୭ ଦିନ ଗୋଟିଏ ଘରେ ରହିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ

2/12/2021 at 10:32 PM



ବ୍ରହ୍ମପୁର, ୦୨/୧୨: ଶ୍ବଶୁର ଘର ସମ୍ମୁଖରେ ବୋହୂ ଧାରଣା ଦେବା ଘଟଣାରେ ବ୍ରହ୍ମପୁର ଏସଡିଜେଏମ କୋର୍ଟ ଶୁଣାଇଲେ ରାୟ । ଉଭୟ ସ୍ବାମୀ ସ୍ତ୍ରୀ ସୁମିତ ଓ ତପସ୍ବିନୀ ଆଜି ରାତି ଠାରୁ ୭ ଦିନ ପର୍ଯ୍ୟନ୍ତ ଆସିକାରେ ଏକତ୍ରିତ ରହିବେ । ୭ ଦିନ ପରେ ପୁଣି ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ହାଜର ହେବେ ।

୭ ଦିନ ପର୍ଯ୍ୟନ୍ତ ଉଭୟ ସୁମିତ ଓ ତପସ୍ବିନୀଙ୍କ ପରିବାର ଲୋକେ ସେମାନଙ୍କୁ ଦେଖା କରିପାରିବେନି କି ଉଭୟଙ୍କ ସହ ରହିପାରିବେନି । ଏନେଇ ତପସ୍ବିନୀଙ୍କ ଓକିଲ ପ୍ରଦୀପ ବେହେରା ସୂଚନା ଦେଇଛନ୍ତି ।

   Related Posts