Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ମୁଖ୍ୟ ଅତିଥି ହେବେ ବ୍ରାଜିଲ ରାଷ୍ଟ୍ରପତି ଜେଏର୍ ବୋଲସୋନାର

25/01/2020 at 10:20 PM

ନୂଆଦିଲ୍ଲୀ୨୫/୧: ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ମୁଖ୍ୟ ଅତିଥି ହେବେ ବ୍ରାଜିଲ ରାଷ୍ଟ୍ରପତି ଜେଏର୍  ବୋଲସୋନାର। ଆଜି ପ୍ରଧାନମନ୍ତ୍ରୀ ମୋଦି ଏବଂ ବ୍ରାଜିଲ ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଦୁଇ ଦେଶ ଭିତରେ ୧୫ଟି ବୁଝାମଣା ସ୍ବାକ୍ଷରିତ ହୋଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବ୍ରାଜିଲର ଖଣିମନ୍ତ୍ରୀ ଆଡମିରାଲ ବେଣ୍ଟୋଙ୍କ ମଧ୍ୟରେ ଜୈବ ଉର୍ଜା ତଥା ତୈଳ ଓ ଗ୍ୟାସ କ୍ଷେତ୍ରରେ ୨ଟି ଏମଓୟୁ ସ୍ବାକ୍ଷରିତ ହୋଇଛି।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଭାରତ-ବ୍ରାଜିଲ ମଧ୍ୟରେ ବନ୍ଧୁତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ଜୈବ ଉର୍ଜାରେ ବୁଝାମଣା ସ୍ବାକ୍ଷରିତ ହେବା ଫଳରେ ଦେଶରେ ଇଥାନଲ୍ ଉତ୍ପାଦନରେ ଅଭିବୃଦ୍ଧି ହେବ। ଭାରତର ସବୁଠୁ ବଡ଼ ତୈଳ କମ୍ପାନୀ IOCL ଏବଂ ବ୍ରାଜିଲର CNPEM ମଧ୍ୟରେ ଏହି ଚୁକ୍ତି ସ୍ବାକ୍ଷରିତ ହୋଇଛି।

   Related Posts