Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||
  • ପଶ୍ଚିମ ଓଡିଶାରେ କରୋନା ପରିଚାଳନା ଦାୟିତ୍ୱ ନେବ ଡବ୍ଲ୍ୟୁଓଡିସି, ୧୦ ଜିଲ୍ଲାକୁ ଦେଲା ୨୫ କୋଟି ଟଙ୍କା
  • ||
  • ଅମାନିଆଙ୍କୁ ସାବାଡ୍ କରିବାକୁ ଯାଇଥିଲେ, ତହସିଲଦାରଙ୍କୁ ବାଟୁଳି ମାଡ କଲେ ଲୋକେ
  • ||
  • କବର ଦେବାକୁ ଘରେ ନଥିଲେ କେହି ପୁରୁଷ, ପିପିଇ କିଟ୍ ପିନ୍ଧି ମୁସଲିମ୍ ବୃଦ୍ଧଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ବିଡିଓ
  • ||

Breaking News : News7 (06.08.2018)

6/08/2018 at 8:57 PM

NIA କବ୍ଜାରେ ସନ୍ଦିଗ୍ଧ ଓଡ଼ିଆ ଯୁବକ ହବିବୁର୍ ରହମ୍ମନ। ଦିଲ୍ଲୀ ବିମାନବନ୍ଦରରୁ ତାକୁ ଆଜି ଗିରଫ କରିଛି NIA. ଲସ୍କରେ ତଇବା ଆତଙ୍କୀ ସେକ୍ ଅବଦୁଲ୍ ନଇଁମ୍ ପାଇଁ କାମ କରୁଥିଲା ହବିବୁର୍। ତାକୁ ଗିରଫ କରିବା ପରେ ପଟିଆଲା ହାଉସରେ ତହାଜର କରିଥିଲା NIA. କୋର୍ଟରୁ ଅନୁମତି ପାଇବା ପରେ ୧୪ ଦିନିଆ ରିମାଣ୍ଡରେ ନେଇଛି NIA.

   Related Posts