Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

Breaking News : News7 (08.08.2018)

8/08/2018 at 9:19 PM

୧. ସମ୍ୱଲପୁର ହିରାକୁଦରେ ଥିବା ହିଣ୍ଡାଲ୍ ସ୍ମେଲଟର ପ୍ଲାଣ୍ଟରେ ବିସ୍ପରଣ। ଦୁଇ ଜଣ ଶ୍ରମିକ ଗୁରୁତର ଆହତ। ସେମାନଙ୍କ ଶରୀରର ୪୦ ପ୍ରତିଶତ ପୋଡ଼ିଯିବା ସହ ମୁଣ୍ଡ, ଗୋଡ଼,ପେଟ ଓ ମୁହଁରେ ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ସେମାନଙ୍କୁ ସମ୍ୱଲପୁର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁଇ ଜଣ ଶ୍ରମିକ ହେଲେ ସୁଦାମ ଖମାରୀ ଏବଂ ବାଳକୃଷ୍ଣ ଗରୁଡ଼।
୨. ଜାହଜରୁ ଖସିପଡ଼ିଲେ ନାବିକ।
୩. ଛେଳି ଚୋର ସନ୍ଦେହରେ ଗଛରେ ବାନ୍ଧି ନିସ୍ତୁକ ପିଟିଲେ ଲୋକେ।

   Related Posts