Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଆଉ ଜଣେ ଟିଏମସି ବିଧାୟକଙ୍କ ପରଲୋକ
  • ||
  • ୧୦ ଦିନର ଶିଶୁପୁତ୍ରକୁ ୧୦ ହଜାର ଟଙ୍କାରେ ବିକିଦେଲା ବାପା, ମାଳିସାହି ନିକଟରୁ ଉଦ୍ଧାର କଲା ପୋଲିସ
  • ||
  • ହତ୍ୟା କରି ଗଛରେ ଟାଙ୍ଗିଦେଲେ ! ସନ୍ଧ୍ୟାରେ ସାଙ୍ଗ ହୋଇ ମଦ ପିଇଲା ପରେ ଏମିତି ଘଟିଲା କ’ଣ ?
  • ||
  • ଯୁବକଙ୍କୁ ବୀଭତ୍ସ ହତ୍ୟା : ଖଣ୍ଡା ଓ ଫାର୍ସାରେ ବେକକୁ ହାଣିଦେଲେ ୪ ଦୁର୍ବୃତ୍ତ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୫୭୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ୧୨ ଫୁଟର ଅଜଗର ଉଦ୍ଧାର, କପିଳାସ ଜଙ୍ଗଲରେ ଛାଡିଲା ବନ ବିଭାଗ
  • ||
  • ବିପୁଳ ପରିମାଣର ଗଞ୍ଜେଇ ଜବତ, ୩ ମାଫିଆ ଗିରଫ
  • ||
  • ଚର୍ଚ୍ଚିତ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ
  • ||

ବିଦ୍ୟାଳୟରେ ଆଚାର ଖାଇ ଜଣେ ଛାତ୍ରର ମୃତ୍ୟୁ, ୫ଜଣ ଛାତ୍ରଛାତ୍ରୀ ଗୁରୁତର

12/09/2018 at 2:21 AM

ନୟାଗଡ଼ ୧୧/୦୯ : ନୟାଗଡ଼ ଟାଉନ୍ ଥାନା ଅନ୍ତର୍ଗତ ନରସିଂହ ପ୍ରସାଦ ୟୁପି ସ୍କୁଲରେ ଅଘଟଣ । ବିଦ୍ୟାଳୟରେ ଆଚାର ଖାଇ ଜଣେ ଛାତ୍ରର ମୃତ୍ୟୁ । ମୃତ ଛାତ୍ର ନାଁ ରାଜେଶ ପରିଡ଼ା । ଆଉ ୫ଜଣ ଛାତ୍ରଛାତ୍ରୀ ଗୁରୁତର ହୋଇ ପଡିଛନ୍ତି । ସମସ୍ତ ଛାତ୍ରଛାତ୍ରୀ ସପ୍ତମ ଶ୍ରେଣୀରେ ପଢୁଥିଲେ । ସେମାନଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ବର ସ୍ଥାନାନ୍ତର ବେଳେ ରାକେଶଙ୍କର ବାଟରେ ମୃତ୍ୟୁ ହୋଇଥିଲା ।

   Related Posts