Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ପଞ୍ଜାବ ସରକାରଙ୍କ ବଡ଼ ନିଷ୍ପତ୍ତି, ସରକାରୀ ଚାକିରି କ୍ଷେତ୍ରରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ

14/10/2020 at 7:33 PM

ନୂଆଦିଲ୍ଲୀ ୧୪/୧୦: ନାରୀ ସଶକ୍ତିକରଣ ଦିଗରେ ପଞ୍ଜାବ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି। ପଞ୍ଜାବର କଂଗ୍ରେସ ସରକାର ମହିଳାଙ୍କ ପାଇଁ ନେଇଥିବା ନିଷ୍ପତ୍ତି ଏବେ ଚର୍ଚ୍ଚା ସୃଷ୍ଟି କରିଛି। ସରକାରୀ ଚାକିରି କ୍ଷେତ୍ରରେ ୩୩ ପ୍ରତିଶତ ସିଟ୍‌ ମହିଳାଙ୍କ ପାଇଁ ସଂରକ୍ଷିତ ରହିବ। ତେବେ ଏନେଇ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍‌ ଅମରିନ୍ଦର ସିଂହ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି।

ପଞ୍ଜାବରେ ଆଜି ହେଉଛି ମହିଳାଙ୍କ ପାଇଁ ଏକ ଐତିହାସିକ ଦିନ। ମନ୍ତ୍ରୀ ପରିଷଦ ସରକାରୀ ଚାକିରି କ୍ଷେତ୍ରରେ ମହିଳାଙ୍କୁ ୩୩% ସଂରକ୍ଷଣକୁ ମଞ୍ଜୁରି ଦେଇଛି। ଏହି ନିଷ୍ପତ୍ତି ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ନିଆଯାଇଥିବା ଅମିରିନ୍ଦର ସିଂହ ସୂଚନା ଦେଇଛନ୍ତି।

ଏହାସହ ରାଜ୍ୟ ସରକାର ପଞ୍ଜାବ ସିଭିଲ୍‌ ସେବା (ରିଜର୍ଭେସନ୍‌ ଫର ପୋଷ୍ଟସ୍‌ ଫର ଓ୍ବିମେନ୍) ନିୟମ, ୨୦୨୦କୁ ମଧ୍ୟ ମଞ୍ଜୁରି ଦେଇଛନ୍ତି। ଏହାଦ୍ବାରା ମହିଳାଙ୍କୁ ସିଭିଲ୍‌ ସେବାରେ ଯୋଗଦାନ ପାଇଁ ଆରକ୍ଷଣ ମିଳିପାରିବ। ଏହା ବ୍ୟତୀତ କ୍ୟାବିନେଟ୍‌ ରାଜ୍ୟ ରୋଜଗାର ଯୋଜନା ୨୦୨୦-୨୨କୁ ବି ମଞ୍ଜୁରି ଦେଇଛି। ଏହା ଜରିଆରେ ୨୦୨୨ ପର୍ଯ୍ୟନ୍ତ ଏକ ଲକ୍ଷରୁ ଅଧିକ ଯୁବକ-ଯୁବତୀଙ୍କୁ ଚାକିରୀ ଦିଆଯିବାର କାର୍ଯ୍ୟ ଆରମ୍ଭ ହେବ।

   Related Posts