Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ସୋରରେ ଭୁଷୁଡ଼ିଲା ପୋଲ : ଅଳ୍ପକେ ବର୍ତ୍ତିଲେ ଟ୍ରକ୍ ଡ୍ରାଇଭର

26/08/2019 at 11:43 AM

ବାଲେଶ୍ବର ୨୬/୮: ଖଇରା ବ୍ଲକ ତୁରିଗଡ଼ିଆ ମଛଦା ଗ୍ରାମ ରାସ୍ତାରେ ଥିବା ପୋଲ ଭୁଷୁଡ଼ିଯାଇଛି। ଅଳ୍ପକେ ବର୍ତିଯାଇଛନ୍ତି ଗଭୀର ନଳକୂପ ଖୋଳିବାକୁ ଆସିଥିବା ଟ୍ରକ ଡ୍ରାଇଭର।  ସୂଚନା ଅନୁଯାୟୀ ଆଜି ସକାଳେ ଏହି ଗାଁକୁ ନଳକୂପ ଖୋଳିବାକୁ ଆସିଥିବା ଟ୍ରକଟି ଯାଉଥିବା ବେଳେ ହଠାତ ଏହି ପୋଲଟି ଭାଙ୍ଗି  ଯାଇଥିଲା ।

ଏହି ଟ୍ରକ ଚାଳକ ଗାଡିରୁ ଡିଆଁ ମାରି ନିଜ ଜୀବନ ରକ୍ଷା କରିଥିଲେ। ଏବେ ଏହି ଗ୍ରାମକୁ ଯୋଗାଯୋଗ କରୁଥିବା ରାସ୍ତା ସମ୍ପୁର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଥିବାରୁ ଯାତାୟାତ ସମ୍ପୂର୍ଣ୍ଣ ଠପ ହୋଇପଡିଛି । ୪୦୦ରୁ ଉର୍ଧ୍ଵ ଗ୍ରାମବାସୀ ମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି  ।

   Related Posts