Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ବାଇକ୍‌କୁ ପିଟିଲା ଟ୍ରକ୍, ଭାଇ ଓ ଭଉଣୀ ମୃତ

15/10/2019 at 8:24 AM

ବଲାଙ୍ଗିର ୧୫।୧୦: ସଡକ ଦୁର୍ଘଟଣାରେ ଭାଇ ଭଉଣୀଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ମହିପୁର ଛକରେ ବାଇକକୁ ପିଟିଲା ଚାଉଳ ବୋଝେଇ ଟ୍ରକ୍ । ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଭାଇ ଭଉଣୀ ହେଲେ ମୂରିବାହାଲ ଥାନା ଫଗୁନିଆ ଗାଁର ୨୧ ବର୍ଷ ବୟସ୍କ ମଣ୍ଟୁ ବେନିଆ ଓ ୧୬ ବର୍ଷ ବୟସ୍କ ସଞ୍ଜୁ ବେନିଆ ।

ଟ୍ରକଟି ତୁଷୁରା କେଡିଆ ରାଇସ ମିଲର ବୋଲି ଜଣାପଡିଛି । ଦୁର୍ଘଟଣା ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ତୁଷୁରା ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି । ତୁଷୁରା ସାଲେପାଲି ସ୍କୁଲକୁ ଭଉଣୀକୁ ଛାଡିବାକୁ ଯିବା ବେଳେ ଏହି ଅଭାବନୀୟ ଘଟଣା ଘଟିଛି ।

   Related Posts