Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ

15/04/2021 at 4:53 PM

ଭଦ୍ରକ ୧୫।୪: ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି । ଭଦ୍ରକ ଜିଲ୍ଲା ଧାମନଗର ଥାନା ଗୌରାଙ୍ଗପୁରଠାରେ ନିର୍ମାଣଧିନ ବ୍ରିଜ ନିକଟ ନଦୀ ଗଣ୍ଡରେ ବୁଡି ଚାଲିଗଲା ଭାଇ-ଭଉଣୀଙ୍କ ଜୀବନ । ପିଉସୀଙ୍କ ଘରୁ ନିଜ ଘରକୁ ଫେରୁଥିବା ସମୟରେ ଏଭଳି ଘଟଣା ଘଟିଥିବା ଜଣାପଡିଛି । ମୃତ ଭାଇ-ଭଉଣୀ ହେଲେ ଧାମନଗର ସୋହଡା ଅଞ୍ଚଳର ୧୦ ବର୍ଷର ବର୍ଷା ପ୍ରିୟଦର୍ଶିନୀ ଦାସ ଓ ୫ ବର୍ଷର ଜ୍ଞାନ ରଞ୍ଜନ ଦାସ ।

   Related Posts