Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ପୋଖରୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି

10/08/2020 at 4:40 PM

ଖଲ୍ଲିକୋଟ ୧୦।୮: ପୋଖରୀରେ ବୁଡି ଭାଇ-ଭଉଣୀ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ବିରେଶ୍ବର ମନ୍ଦିର ନିକଟରେ ଥିବା ପୋଖରୀରେ ଶିବ ମହାପାତ୍ରଙ୍କ ୭ ବର୍ଷର ପୁଅ ବାଦଲ ଓ ଝିଅ ବର୍ଷା ବୁଡି ଯାଇଥିଲେ । ଫଳରେ ଉଭୟଙ୍କର ମୃତ୍ୟୁ ହୋଇଛି । ଗ୍ରାମବାସୀ ପୋଖରୀରୁ ଉଭୟ ଭାଇ-ଭଉଣୀଙ୍କୁ ଉଦ୍ଧାର କରିଥିଲେ । ଉଭୟଙ୍କୁ ଛତ୍ରପୁର ମେଡିକାଲକୁ ଅଣାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଏଭଳି ପରିସ୍ଥିତିରେ ଉଭୟଙ୍କ ମୃତ୍ୟୁ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

   Related Posts