Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ରାଉରକେଲାରେ ପୁଣି ଲଜ୍ଜା : ଜଙ୍ଗଲକୁ ନେଇ ଶାଳୀକୁ ଦୁଷ୍କର୍ମ କଲା ଭିଣୋଇ !

20/01/2021 at 11:50 AM

ରାଉରକେଲା ୨୦।୧: ରାଉରକେଲାରେ ପୁଣି ଲଜ୍ଜା । ଶାଳୀକୁ ଭିଣୋଇ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି । ସୁନ୍ଦରଗଡ ଜିଲ୍ଲା ଟାଙ୍ଗରପଲ୍ଲୀ ଥାନା ମାଟିଆଡେରା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ଟାଙ୍ଗରପଲ୍ଲୀ ଥାନା ମାଟିଆଡେରା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ଶାଳୀଙ୍କୁ ଜଙ୍ଗଲକୁ ନେଇ ଭିଣୋଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏ ନେଇ ପୀଡିତାଙ୍କ ପକ୍ଷରୁ ଥାନାରେ ମାମଲା ରୁଜ୍ଜୁ କରାଯାଇଛି । ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ ଭିଣୋଇକୁ ଅଟକ ରଖି ପଚରାଉଚରା କରୁଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts