Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଧଳାଜହର ହବ୍ ପାଲଟିଛି ଭଦ୍ରକ: ପୁଣି ୩୧ ଗ୍ରାମର ବ୍ରାଉନସୁଗାର ଜବତ, ୨ ଗିରଫ

27/04/2021 at 1:57 PM

ଭଦ୍ରକ ୨୭/୪: ଧଳାଜହରର ହବା ପାଲଟିଗଲାଣି ଭଦ୍ରକ ଜିଲ୍ଲା । କରୋନା କାଳରେ ଏହି କାରବରା ବ୍ୟପକ ହୋଇଯାଇଛି । ଆଜି ବାଇପାସ ଅଞ୍ଚଳରୁ ୩୧ ଗ୍ରାମର ବ୍ରାଉନ ସୁଗାର ଜବତ ହେବା ସହ ଦୁଇ ଜଣ ଗିରଫ ହୋଇଛନ୍ତି । ବାଇପାସ ଅଞ୍ଚଳରେ ବ୍ରାଉନ ସୁଗାର କାରବାର ହେଉଥିବା ଖବର କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗ ଜାଣିବାକୁ ପାଇଥିଲା ।

ପରେ କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗର ଏକ ଟିମ  ଚଢ଼ାଉ କରି ବ୍ରାଉନ ସୁଗାର ଜବତ କରିବାରେ ସକ୍ଷମ ହୋଇଥିଲା । ୨ ଯୁବକ ବ୍ରାଉନ ସୁଗାର ବେପାର କରିବା ପାଇଁ ନେଉଥିବା ବେଳେ, କେନ୍ଦ୍ରାଞ୍ଚଳ ଅବକାରୀ ବିଭାଗର ଏକ ଟିମ ଚଢ଼ାଉ କରିଥିଲା । ତେବେ ସେମାନଙ୍କ ନିକଟରୁ ୩୧ ଗ୍ରାମର ବ୍ରାଉନ ସୁଗାର ଜବତ କରିଥିଲା । ଏହାସହ ତିହିଡି କୁବେରା ଅଞ୍ଚଳର ୨ ଅଭିଯୁକ୍ତକୁ ବି ଗିରଫ କରାଯାଇଛି ।

   Related Posts