Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||
  • ଚଣ୍ଡିଖୋଲ : ଗୋଷ୍ଠୀ ସଂଘର୍ଷର ସମାଧାନ ପାଇଁ ଯାଇଥିବା ପୋଲିସକୁ ବାନ୍ଧିଲେ ଏବଂ ୨ଟି ଜିପ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
  • ||

ଭୁବନେଶ୍ବରରୁ ବ୍ରାଉନ୍ ସୁଗାର ଜବତ : ୫ଗିରଫ

20/01/2020 at 1:29 PM

ଭୁବନେଶ୍ବର ୨୦/୧: ଭୁବନେଶ୍ବରରେ ୩୨୪ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି।ପୋଲିସ୍ ୫ ଜଣଙ୍କୁ ଗିରଫ କରିଛି। ପ୍ରଥମେ ଭୁବନେଶ୍ବର ପରେ  ବାଲେଶ୍ବରରେ ରେଡ଼ କରାଯାଇଥିଲା । ଏକ ଲକ୍ଷ ୮୪ ହଜାର ଟଙ୍କା ଜବତ ହୋଇଥିଲା । ତେବେ ଜବତ ବ୍ରାଉନ ସୁଗାରର ମୂଲ୍ୟ ୫୦ଲକ୍ଷରୁ ଅଧିକ ହେବ ।

ମେଦିନାପୁର ଓ କଲିକତାରୁ  ଆସୁଥିଲା ବ୍ରାଉନ ସୁଗାର ।ଏଘଟଣାର ମାଷ୍ଟର ମାଇଣ୍ଡ ହେଉଛି ଏସ.କେ ଫକିର । ଛୋଟ ଛୋଟ କଞ୍ଜୁମରକୁ ସପ୍ଲାଏ କରାଯାଉଥିଲା ବ୍ରାଉନ ସୁଗାର । ଗିରଫ ଏସ.କେ ରାଜା ସହ ସମ୍ପର୍କର ଖୋଳତାଡ଼ ହେବ । ପାଂଚ ଜଣଙ୍କୁ ରିମାଣ୍ଡ ରେ ନେବ ଏସଟିଏଫ।

   Related Posts