Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ଢେଙ୍କାନାଳରୁ ବ୍ରାଉନସୁଗାର ଜବତ କଲା କଟକ ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ୍, ଜଣେ ଗିରଫ

17/08/2019 at 4:27 PM

କଟକ ୧୭|୮: କଟକ ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ୍ ଢେଙ୍କାନାଳ ବାଜି ଚୌକ ଅଞ୍ଚଳରୁ ବ୍ରାଉନସୁଗାର ଜବତ କରିଛି । ବ୍ରାଉନସୁଗାର ବିକ୍ରି କରିବା ଅଭିଯୋଗରେ ସ୍ଥାନୀୟ ଅଞ୍ଚଳର ରାହୁଲ ରାଉତକୁ ଗରିଫ କରିବା ସହ ତାଠାରୁ ଦେଢ ଲକ୍ଷ ଟଙ୍କାର ଧଳା ଜହର ଜବତ କରିଛି ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ୍ ।

ତେବେ ରାହୁଲ କିଛି ଦିନ ହେବ ବିଭିନ୍ନ ସ୍ଥାନରୁ ଧଳା ଜହର ଆଣି ବିଭିନ୍ନ କଲେଜର ଛାତ୍ରମାନଙ୍କୁ ବିକ୍ରି କରୁଥିବା ଖବର ପାଇ ଦୀର୍ଘ ଦିନ ହେଲା ଛକି ରହିଥିଲା ଫ୍ଲାଇଙ୍ଗ ସ୍କ୍ବାଡ୍ । ଆଜି ରାହୁଲକୁ ଗିରଫ କରିବା ସହ ଧଳା ଜହର ଜବତ କରିବାରେ ସଫଳ ହୋଇଛି ଅବକାରୀ ବିଭାଗ ।

   Related Posts