ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ଜଣେ ଗିରଫ

Published By : Prameya-News7 Bureau | September 10, 2019 IST

ଭୁବନେଶ୍ବର ୧୦।୯: ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ ହୋଇଛି । ବ୍ରାଉନସୁଗାର କାରବାର ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଖଣ୍ଡଗିରି ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ର ମିଳିତ ଚଢାଉ କରିଥିଲା । ଚଢାଉ ବେଳେ ୨୫୦ଗ୍ରାମ୍ ର ବ୍ରାଉନସୁଗାର ଜବତ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡିଛି । ଏନେଇ ଭୁବନେଶ୍ବର ଡିସିପି ଅନୁପ ସାହୁ ସୂଚନା ଦେଇଛନ୍ତି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.