Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜଧାନୀରୁ ପୁଣି ଧଳା ଜହର ଜବତ, ୨ ଗିରଫ

28/09/2020 at 12:10 PM

ଭୁବନେଶ୍ୱର, ୨୮|୦୯  : ରାଜଧାନୀ ଭୁବନେଶ୍ବର ବ୍ରାଉନ ସୁଗାର ଚୋରା ଚାଲାଣକାରୀଙ୍କ ଆଡ୍ଡା ପାଲଟିଗଲାଣି । ଅଧିକାଂଶ ସମୟରେ ପୋଲିସ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ କରୁଛି । କେତେକ ଚୋରାଚାଲାଣକାରୀଙ୍କୁ ମଧ୍ୟ ଗିରଫ କରିବାରେ ସଫଳ ହେଉଛି । ସେହିପରି ସୋମବାର ମଧ୍ୟ କମିଶନରେଟ୍ ପୋଲିସ ବ୍ରାଉନ ସୁଗାର ଜବତ କରିଛି ।

ରବିବାର କ୍ୟୁଏଟି  ୬୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ଏହାସହ ଧଳାଜହର କାରବାର କରୁଥିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ  ମଧ୍ୟ କରାଯାଇଛି ।

ଗିରଫ ଦୁଇ ଅଭିଯୁକ୍ତଙ୍କୁ ଡୁମୁଡୁମା ଓ ଖୋର୍ଦ୍ଧା ଭାଲିଆବାଡିରୁ ଗିରଫ କରାଯାଇଥିବା ସୁଚନା ମିଳିଛି ।

   Related Posts