Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

ବ୍ରାଉନ୍ ସୁଗାର ଜବତ, ଜଣେ ଗିରଫ

17/09/2020 at 6:24 PM

ସାଲେପୁର, ୧୭ ।୦୯:   ଜଗତପୁର ପୋଲିସ ଜଣେ ବ୍ରାଉନ ସୁଗାର ବେପାରୀଙ୍କୁ ଗିରଫ କରିଛି । ଗିରଫ ବେପାରୀଠୁ ପ୍ରାୟ ୧୦ ଗ୍ରାମର ଧଳାଜହର ଜବତ ହୋଇଛି ।

ସୂଚନାନୁସାରେ, ବୁଧବାର ଜଗତପୁର ପୋଲିସ ଦିନ ପ୍ରାୟ ୧ଟା ୧୫ ବେଳେ ପେଟ୍ରୋଲିଂ କରୁଥିଲା । ସେହି ସମୟରେ ମାର୍କେଟ୍ କମ୍ପ୍ଲେକ୍ସ ନିକଟରେ ସନ୍ଦେହଜନକ ଅବସ୍ଥାରେ ଠିଆ ହୋଇଥିବା ଜଣେ ଯୁବକଙ୍କୁ ପୋଲିସ ଧରିଥିଲା । ଯୁବକଙ୍କୁ ଯାଞ୍ଚ ବେଳେ ତାଙ୍କଠାରୁ ୧୦ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଥିଲା ।

ଗିରଫ ଯୁବକ ହେଲେ ଗଞ୍ଜାମ ଜିଲ୍ଲାର କାର୍ତ୍ତିକ ଦାସ । ଏହି ଘଟଣାରେ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢଉ ଜାରି ରଖିଛି ।  

   Related Posts