Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଧଳା ଜହର କାରବାରର ପର୍ଦ୍ଦାଫାଶ : ୧୦ଗ୍ରାମ ବ୍ରାଉନସୁଗାର ସହ ଜଣେ ଗିରଫ

26/10/2021 at 11:40 AM

କାମାକ୍ଷାନଗର ୨୬।୧୦: କାମାକ୍ଷାନଗରରେ ପୁଣି ଧଳା ଜହର କାରବାରର ପର୍ଦ୍ଦାଫାଶ । ୧୦ ଗ୍ରାମ ବ୍ରାଉନସୁଗାର ସହ ଜଣକୁ ଉଠାଇନେଲା ଢେଙ୍କାନାଳ ଅବକାରୀ ସ୍ପେଶାଲ ସ୍କ୍ବାଡ୍ । ଗିରଫ ବେପାରୀ ଜଣକ ହେଲେ କାମାକ୍ଷାନଗର ଗୋଡିସାହିର ଦେବେନ୍ଦ୍ର ପାତ୍ର ।

ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବା ବୋଲି ସୂଚନା ମିଳିଛି । ତେବେ ଏହି କାରବାରର ଚେର କେଉଁ ପର୍ଯ୍ୟନ୍ତ ଲମ୍ବିଛି ତାର ଛାନଭିନ୍ ଜାରି ରଖିଛି ଅବକାରୀ ବିଭାଗ ।

   Related Posts