Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

କଟକରୁ ୨୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

16/03/2019 at 4:26 PM

କଟକ ୧୬|୩ : ପୁଣି କଟକରୁ ଜବତ ହେଲା ୨୨ଲକ୍ଷ ଟଙ୍କାର ବ୍ରାଉନସୁଗାର । ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ କଟକ ଲିଙ୍କ୍ ରୋଡ୍ ଛକରୁ ଏକ କାର୍ ମଧ୍ୟରୁ ବ୍ରାଉନସୁଗାର ଜବତ କରିବା ସହ ୩ଜଣଙ୍କୁ ଗିରଫ କରାଯାଇଛି । ହଳଦୀପଡିଆରୁ ଭାୟା କଟକ ଦେଇ ପାରାଦୀପ ଯାଉଥିବା ବେଳେ ଚଢାଉ କରିଥିଲା ଅବକାରୀ ବିଭାଗ । ତେବେ ଗିରଫଙ୍କ ମଧ୍ୟରେ ଦୁଇ ଜଣଙ୍କ ଇଂଜିନିୟରିଂ ପାସ୍ କରିଥିବା ବେଳ ଅନ୍ୟ ଜଣେ ଫାର୍ମାସିଷ୍ଟ ଭାବେ କାମ କରୁଥିଲେ ।

   Related Posts