Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ପୁରୀରୁ ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ବେପାରୀ ଗିରଫ

13/10/2021 at 12:59 PM

ପୁରୀ ୧୩।୧୦: ପୁରୀ ପୋଲିସର ଅପରେସନ ବ୍ରାଉନସୁଗାର । ମଙ୍ଗଳବାର ପରେ ବୁଧବାର ମଧ୍ୟ ପୁରୀ ଏସଟିଏଫ କବଜାରେ ବ୍ରାଉନସୁଗାର ବେପାରୀ । ୫ ଜଣ ଧଳାଜହର ବେପାରୀଙ୍କୁ ଗିରଫ କଲା ପୁରୀ ବଳିଆପଣ୍ଡା ଥାନା ପୋଲିସ । ସେମାନଙ୍କଠାରୁ ୨୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଜବତ ୨୫୦ ଗ୍ରାମ୍ ବ୍ରାଉନସୁଗାରର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା।

ଗିରଫ ୫ ଜଣ ବେପାରୀଙ୍କ ଘର ଖୋର୍ଦ୍ଧା ଜିଲ୍ଲାରେ । ଧରାପଡିଥିବା ବେପାରୀଙ୍କଠାରୁ ୧୧ଟି ମୋବାଇଲ ଫୋନ୍ ଜବତ ହୋଇଛି । ୫ ହଜାର ନଗଦ ଟଙ୍କା, ଦୁଇଟି ଏଟିଏମ୍ କାର୍ଡ, ଗୋଟିଏ ମଟର ସାଇକେଲ, ଗୋଟିଏ ଚାରିଚକିଆ ଗାଡି ସହ ୨୫୦ ଗ୍ରାମ୍ ଧଳାଜହର ଜବତ ହୋଇଛି ।

   Related Posts