Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||

୬୮ଗ୍ରାମର ଧଳାଜହର ଜବତ, ଜଣେ ଗିରଫ

10/12/2019 at 7:46 AM

ଜଳେଶ୍ବର ୧୦।୧୨: ବାଲେଶ୍ବର ଜିଲ୍ଲା ଜଳେଶ୍ବର ରାଜପୁର ବସ୍ତିରୁ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ । ରାଜପୁର ବସ୍ତରୁ ୬୮ଗ୍ରାମର ବ୍ରାଉନସୁଗାର ଜବତ ସହ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଜବତ ବ୍ରାଉନସୁଗାରର ଆନୁମାନିକ ମୁଲ୍ୟ ୭ଲକ୍ଷ ଟଙ୍କା ବୋଲି ଅନୁମାନ କରାଯାଉଛି ।

   Related Posts