Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଯୁବକ ଗିରଫ

4/06/2021 at 2:03 PM

ଖୋର୍ଦ୍ଧା ୪।୬: ଖୋର୍ଦ୍ଧା ସାମରାପୁର ଅଞ୍ଚଳରେ ଆଦର୍ଶ ଥାନା ପୋଲିସର ଚଢାଉ । ୫୫ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି । ଏହାସହ ଏକ ଏକ୍ସୟୁଭି କାର୍ ଓ ନଗଦ ୨୦ ହଜାର ୩ଶହ ଟଙ୍କା ଜବତ କରିଛି ପୋଲିସ । ଏଥିରେ ସମ୍ପୃକ୍ତ ଦୁଇ ଜଣ ବ୍ରାଉନସୁଗାର ବେପାରୀଙ୍କୁ ମଧ୍ୟ ଗିରଫ କରାଯାଇଛି ।

ଗିରଫ ଦୁଇ ଜଣ ହେଲେ ଖୋର୍ଦ୍ଧା ସ୍ବପ୍ନେଶ୍ବର ସାହିର ଶରତ ବେହେରା ଏବଂ ଭରତ ବେହେରା । ଉଭୟଙ୍କୁ ଶୁକ୍ରବାର ପୋଲିସ କୋର୍ଟ ଚାଲାଣ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୫ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ସୂଚନା ଦେଇଛି ପୋଲିସ ।

   Related Posts