Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବେଧଡକ ଚାଲିଛି ଧଳାଜହର କାରବାର, ଟାଙ୍ଗିରୁ ପୁଣି ଏକ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

24/09/2021 at 1:50 PM

ଟାଙ୍ଗି ୨୪/୦୯ : ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗି ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ । ଚଢାଉରେ ଜଣେ ଧଳା ଜହର ବ୍ୟବସାୟୀଙ୍କୁ ଗିରଫ କରାଯାଇଛି । ଏହି ବ୍ୟବସାୟୀଙ୍କ ଠାରୁ ଏକ ଲକ୍ଷ ଟଙ୍କାର ଧଳା ଜହର ଜବତ କରିଛି ଅବକାରୀ ବିଭାଗ । ଗିରଫ ଅଭିଯୁକ୍ତ ଜଣକ ଖୋର୍ଦ୍ଧା ଜିଲ୍ଲା ଜଂକିଆ ଥାନା ଛଣଗିରି ଗ୍ରାମର ଅରୁଣ ବେହେରା ବୋଲି ଜଣାପଡିଛି ।

ଟାଙ୍ଗି ଅବକାରୀ ବିଭାଗର ଅଧିକାରୀ ଆଲୋକ ପ୍ରଧାନଙ୍କ କହିବା ଅନୁସାରେ ଗିରଫ ଅଭିଯୁକ୍ତ ଦୀର୍ଘ ଦିନ ଧରି ଛୁପାରୁସ୍ତମରେ ଧଳା ଜହର ବ୍ୟବସାୟ କରି ଆସୁଥିଲେ । ଆଜି ଫେରାର ହେଉଥିବା ବେଳେ ଧରାପଡି ଯାଇଥିଲା ଅଭିଯୁକ୍ତ ଅରୁଣ ବେହେରା । ଗିରଫ ପରେ ଅଭିଯୁକ୍ତ ଜଣଙ୍କ କେଉଁଠାରୁ ଏହି ଧଳା ଜହର ଆଣୁଥିଲା । ଏଥିରେ ଆଉ କିଏ-କିଏ ସମ୍ପୃକ୍ତ ଅଛନ୍ତି ତାହାର ଖୋଳତାଡ କରୁଛନ୍ତି ଅବକାରୀ ବିଭାଗ ।

   Related Posts