Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

7/11/2020 at 9:53 AM

ଭୁବନେଶ୍ବର ୭।୧୧: ପୁଣି କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ୧ କେଜି ୧୦୫ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି ଏସ୍‌ଟିଏଫ୍‌ର ସ୍ପେଶାଲ ଟିମ୍‌ । ବ୍ରାଉନସୁଗାର ଚୋରା କାରବାର ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି । ବାଲେଶ୍ବର ସହଦେବଖୁଣ୍ଟା ସ୍ଥିତ ହୋଟେଲ ଜ୍ୟୋତିସାଗରରୁ ଏମାନଙ୍କୁ ଏସ୍‌ଟିଏଫ୍‌ ସ୍ପେଶାଲ ଟିମ୍‌ ଗିରଫ କରିଛି ।

ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧ କୋଟିରୁ ଉର୍ଦ୍ଧ୍ବ ହେବ ବୋଲି ସୂଚନା ମିଳିଛି । ଗିରଫ ୩ ଜଣ ହେଲେ ସେକ୍‌ ଜମ୍ମିର, ପ୍ରଭାତ ସେଠୀ ଓ ଯଶବନ୍ତ ବାଗ୍‌ । ସେମାନଙ୍କ ନିକଟରୁ ନଗଦ ୮୫ ହଜାର ଟଙ୍କା ମଧ୍ୟ ଜବତ କରିଛି ଏସ୍‌ଟିଏଫ୍‌ର ସ୍ପେଶାଲ ଟିମ୍‌ ।

   Related Posts