Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ବାଲି ଗଦାରୁ ମିଳିଲା ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର, ଅଭିଯୁକ୍ତ ଫେରାର

23/01/2021 at 2:50 PM

ଜଳେଶ୍ବର ୨୩।୧: ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଝାଡ଼େଶ୍ବରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି । ପୋଲିସର ଚଢାଉ ବେଳେ ଅଭିଯୁକ୍ତ ଜଣଙ୍କ ଫେରାର ହୋଇଯାଇଛନ୍ତି । ପୋଲିସ ଚଢାଉ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ପୋଲିସ କୌଣସି ସୂତ୍ରରୁ ଖବର ପାଇ ଝାଡେଶ୍ବରପୁର ବସ୍ତିରେ ଚଢାଉ କରିଥିଲା । ଚଢାଉ ବେଳେ ସେଠାରୁ କିଛି ନପାଇ ଫେରୁଥିବା ବେଳେ ରାସ୍ତା କଡରେ ପଡିରହିଥିବା ବାଲି ଗଦା ଭିତରେ ପୋତା ହୋଇଥିବା ଏକ ବ୍ୟାଗ୍ ଉଦ୍ଧାର କରିଥିଲା । ଉକ୍ତ ବ୍ୟାଗରୁ ୨୫୦ଗ୍ରାମ୍ ବ୍ରାଉନସୁଗାର ଉଦ୍ଧାର କରାଯାଇଥିବା ଜଣାପଡିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି ।

   Related Posts