Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ, ପାଣିରେ ଭାସୁଛି ଗାମୁଛା….

27/02/2021 at 9:19 AM

ଜଟଣୀ,୨୭/୦୨: ଖୋର୍ଦ୍ଧା ଜିଲ୍ଲା ଜଟଣୀ ନିକଟସ୍ଥ ନିରଞ୍ଜନପୁର ଗ୍ରାମର ଜଣେ ବୃଦ୍ଧ ଏଖ କଣିକୁ ଗାଧୋଇବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି । ନିଖୋଜ ବୃଦ୍ଧ ହେଲେ ଦେବରାଜ ଜେନା(୬୫) । ସେ ଶୁକ୍ରବାରଠାରୁ ଖଣିକୁ ଗାଧୋଇବାକୁ ଯାଇ ଆଉ ଫେରି ନାହାନ୍ତି ।

ତେବେ ଖଣିର ଗଭୀର ଗଣ୍ଡ ପାଣିରେ ଡୁବି ଯାଇଥିବା ସନ୍ଦେହ କରାଯାଉଛି । ଦମକଳ ବାହିନୀ ବହୁ ସମୟ ଧରି ଖୋଜିଥିଲେ ମଧ୍ୟ ଦେବରାଜଙ୍କର କୌଣସି ପତ୍ତା ମିଳିନାହିଁ ।

ନିରଞ୍ଜନପୁର ଅଞ୍ଚଳରେ ଅନେକ ପଥର ଖଣିମାନ ଅଛି । ସେଥିରେ ପାଣି ଝରି ଗଭୀର ଗଣ୍ଡମାନ ସୃଷ୍ଟି ହୋଇଛି । ଶୁକ୍ରାବର ପୂର୍ବାହ୍ନରେ ଦେବରାଜ ଏକ ଖଣିକୁ ଗାଧୋଇବାକୁ ଯାଇଥିଲେ । ବହୁ ସମୟ ଧରି ଘରକୁ ନ ଫେରିବାରୁ ପରିବାର ଲୋକେ ଖଣି କୂଳକୁ ଯାଇ ଖୋଜାଖୋଜି କରିଥିଲେ । କିନ୍ତୁ ତାଙ୍କର ତାଙ୍କର ଗାମୁଛା ପାଣିରେ ଭାସୁଥିବା ଦେଖିବାକୁ ମିଳିଥିଲା । ତେଣୁ ପରିବାର ଲୋକେ ଦମକଳ ବାହିନୀ ସାହାଯ୍ୟ ଲୋଡ଼ିଥିଲେ ।

   Related Posts