Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ସପ୍ତାହେ ହେଲା ଥିଲେ ନିଖୋଜ

19/09/2021 at 10:32 AM

ପାରାଦ୍ୱୀପ, ୧୯।୦୯ : ଜଗତସିଂହପୁର ଜିଲ୍ଲା ଭୂତମୁଣ୍ଡାଇ ଫୁଲ ବେଲାରୀ ନିକଟରେ ପଡିଛି ମୄତଦେହ। ମୄତକର ପରିଚୟ ଭଗବାନ ଘଢେଇ ବୋଲି ଜଣାପଡିଛି ।

ରବିବାର ସକାଳେ ଫୁଲବେଲାରୀ ନିକଟରେ ଏକ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଆସି ମୃତଦେହକୁ ଜବତ କରିଛି । ମୃତକଙ୍କ ବୟସ ୬୦ ବର୍ଷ ବୋଲି ଜଣାପଡିଛି । ତାଙ୍କ ଘର କୁଜଙ୍ଗ ବ୍ଲକ କୋଠିଆସାହୀ ।

ତେବେ ସେ ଗତ ୧୨ ତାରିଖରୁ ନିଖୋଜ ଥିଲେ । ପାରାଦୀପ ଲକ୍ ଥାନା ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

   Related Posts